ରାଜ୍ୟ

ଗଣ୍ଡଗୋଳକାରୀଙ୍କ ବିରୁଦ୍ଧରେ ନିଆ ଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର: ସମ୍ବଲପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ସବୁ ଉଦ୍ୟମ ହୋଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ଅଧିକ ଫୋର୍ସ ମୁତୟନ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ । ସମ୍ବଲପୁରରେ କିଛି ଅପ୍ରିୟ ଘଟଣା ଘଟିଛି । ଗ୍ରାଉଣ୍ଡରେ ସିନିୟର ଅଫିସର ଅଛନ୍ତି । ଗଣ୍ଡଗୋଳକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ପୋଲିସ ଡିଜି କିହିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button