ମନୋରଞ୍ଜନ
ବାର୍ଥ ଡେ’ରେ ହେବ କରିନାଙ୍କ ଓଟିଟି ଡେବ୍ୟୁ
ମୁମ୍ବାଇ: ବଲିଉଡ ନାୟିକା କରିନା କପୁର ବଡ ପରଦାରେ ଗୋଟିଏ ପରେ ଗୋଟିଏ ହିଟ ମୁଭି ଦେଇ ଦର୍ଶକଙ୍କ ମନ ଜିତିଛନ୍ତି। ଏବେ ଅଭିନେତ୍ରୀ ଖୁବଶୀଘ୍ର ଓଟିଟିରେ ଡେବ୍ୟୁ କରିବାକୁ ଯାଉଛନ୍ତି।