Video

ଖୋଲିଲା କେଦାରନାଥ ମନ୍ଦିର

ଖୋଲିଲା କେଦାରନାଥ ମନ୍ଦିର । ଏକ ଶୁଭ ମୁହୂର୍ତ୍ତରେ ବାବା କେଦାରନାଥଙ୍କ ମନ୍ଦିର କବାଟ ଖୋଲା ଯାଇଛି । ବ୍ରାହ୍ମ ମୁହୂର୍ତ୍ତରେ ଗର୍ଭଗୃହରେ କେଦାରନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇ ସର୍ବସାଧାରଣ ଦର୍ଶନ ପାଇଁ କବାଟ ଖୋଲିଛି । କେଦାରନାଥ ମନ୍ଦିରକୁ ୩୫ କୁଇଣ୍ଟାଲ ଫୁଲରେ ସୁନ୍ଦର ଭାବେ ସଜାଯାଇଥିବା ବେଳେ ଜୟକାର ଧ୍ୱନୀରେ ପ୍ରକମ୍ପିତ ହୋଇଉଠିଛି ପରିବେଶ ।

Related Articles

Leave a Reply

Your email address will not be published. Required fields are marked *

Back to top button